Masthead

ବର୍ଷୀୟାନ ଫିଲ୍ମ ଅଭିନେତା ଶାନ୍ତିସ୍ୱରୂପ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଲିଉଡ ଜଗତର ଖ୍ୟାତନାମା ଅଭିନେତା ଶାନ୍ତିସ୍ୱରୂପ ମିଶ୍ରଙ୍କ ପରଲୋକ ହୋଇଯାଇଛି । ଗାଧୁଆଘରେ ଗୋଡ ଖସିଯିବାରୁ ସେ ଆହତ ହୋଇଥିଲେ । ତାଙ୍କୁ ଚିକତ୍ସା ପାଇଁ ସମ୍ବଳପୁରର ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା । ଆଜି ସଂଧ୍ୟାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁରେ ଓଡ଼ିଶର ସିନେ କଳାକାର ମହାସଂଘ ଗଭୀର ଶୋକ ବ୍ୟକ୍ତ କରିଛି । ଓଡ଼ିଆ ଫିଲ୍ମ ମନ ଆକାଶ (୧୯୭୪), କୃଷ୍ଣ ସୁଦାମା (୧୯୭୬) ରେ ତାଙ୍କର ଜୀବନ୍ତ ଅଭିନୟ ପାଇଁ ସେ ଦର୍ଶକଙ୍କ ନିକଟରେ ଚିର ଅମର ହୋଇ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ