Masthead

ଦଳ ଛାଡିଲେ ଆଉ ଜଣେ ବିଧାୟକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ରରେ ଲାଗି ରହିଛି ରାଜନୈତିକ ଉଷ୍ମତା । ଘଡିକେ ବଦଳୁଛି ରାଜନୀତିର ପାଣିପାଗ । ପୁଣି ଥରେ ଶରଦ ପାୱାର ଦଳକୁ ଆଉ ଲାଗିଛି ଆଉ ଏକ ଝଟକା । ଦଳ ଛାଡ଼ିଛନ୍ତି ଆଉ ଜଣେ ବିଧାୟକ । ସୋମବାର ମହାରାଷ୍ଟ୍ରର ୱାଇ ବିଧାନସଭାର ବିଧାୟକ ମରକନ୍ଦ ପାଟିଲ ଅଜିତ ପାୱାରଙ୍କ ଦଳରେ ଯୋଗ ଦେଇଛନ୍ତି। ପାଟିଲ କହିଛନ୍ତି ଯେ, ବିଧାନସଭା କ୍ଷେତ୍ରର ଦୁଇଟି ଚିନି କାରଖାନା ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହେଉଛି, ଏବଂ ଏହାକୁ ବଞ୍ଚାଇବା ପାଇଁ ସେ ଅଜିତ ପାୱାରଙ୍କ କ୍ୟାମ୍ପରେ ଯୋଗ ଦେଇଛନ୍ତି। ଏଥି ସହିତ ୱାଇରେ ପର୍ୟ୍ୟଟନ ସହ ଜଡିତ ସମସ୍ୟାର ସମାଧାନ ହେବ ଏବଂ ବିକାଶମୂଳକ କାର୍ୟ୍ୟ କରାଯିବ ବୋଲି ସେ ଆଶା ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି