Masthead

ନିଷ୍ପତ୍ତି ପ୍ରତ୍ୟାହାର କରିବେ ନାହିଁ ଶରଦ ପାୱାର: ଅଜିତ ପାୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିଷ୍ପତ୍ତି ପ୍ରତ୍ୟାହାର କରିବେ ନାହିଁ ଶରଦ ପାୱାର । ଏଭଳି ପ୍ରତିକ୍ରିୟା ରଖିଛନ୍ତି ପାୱାରଙ୍କ ପୁତୁରା ଅଜିତ ପାୱାର । ଏନସିି ମୁଖ୍ୟ ଶରଦ ପାୱାର ପଦରୁ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତି ସରଗରମ ହୋଇଛି । ଇସ୍ତଫାକୁ ବିରୋଧ କରି ଦଳର ନେତା କର୍ମୀ ଧାରଣା ଦେଇଛନ୍ତି । ଅଜିତ ପାୱାର କହିଛନ୍ତି କମିଟି ଯାହା ବି ନିଷ୍ପତ୍ତି ନେବ ଆମେ ମାନିନେବୁ । ଅଜିତ କହିଛନ୍ତି ଶରଦ ପାୱାର ତାଙ୍କ ବୟସକୁ ଦେଖି ଏବଂ ଅସୁସ୍ଥତା କାରଣରୁ ଏଭଳି ନିଷ୍ପତ୍ତି ନେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଏନସିପିର ଅର୍ଥ ହେଉଛି ଶରଦ। ଯିଏ ବି ନୂଆ ଅଧ୍ୟକ୍ଷ ହେବେ ଆମେ ତାଙ୍କ ସହ ରହିବୁ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ