Masthead

ନିଷ୍ପତ୍ତି ପ୍ରତ୍ୟାହାର କରିବେ ନାହିଁ ଶରଦ ପାୱାର: ଅଜିତ ପାୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିଷ୍ପତ୍ତି ପ୍ରତ୍ୟାହାର କରିବେ ନାହିଁ ଶରଦ ପାୱାର । ଏଭଳି ପ୍ରତିକ୍ରିୟା ରଖିଛନ୍ତି ପାୱାରଙ୍କ ପୁତୁରା ଅଜିତ ପାୱାର । ଏନସିି ମୁଖ୍ୟ ଶରଦ ପାୱାର ପଦରୁ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତି ସରଗରମ ହୋଇଛି । ଇସ୍ତଫାକୁ ବିରୋଧ କରି ଦଳର ନେତା କର୍ମୀ ଧାରଣା ଦେଇଛନ୍ତି । ଅଜିତ ପାୱାର କହିଛନ୍ତି କମିଟି ଯାହା ବି ନିଷ୍ପତ୍ତି ନେବ ଆମେ ମାନିନେବୁ । ଅଜିତ କହିଛନ୍ତି ଶରଦ ପାୱାର ତାଙ୍କ ବୟସକୁ ଦେଖି ଏବଂ ଅସୁସ୍ଥତା କାରଣରୁ ଏଭଳି ନିଷ୍ପତ୍ତି ନେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଏନସିପିର ଅର୍ଥ ହେଉଛି ଶରଦ। ଯିଏ ବି ନୂଆ ଅଧ୍ୟକ୍ଷ ହେବେ ଆମେ ତାଙ୍କ ସହ ରହିବୁ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା