Masthead

ଗିରଫ ହେବେ ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗିରଫ ହେବେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳୀ । ଶ୍ରଦ୍ଧାଞ୍ଜଳୀଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା  । ଗିରଫ ପରୱାନା ଜାରି କରିଛନ୍ତି ସିବିଆଇ କୋର୍ଟ । ବାରମ୍ବାର ନୋଟିସ ପରେ ବି ହାଜର ନ ହେବାରୁ ଜାମିନ ବିହୀନ ଗିରଫ ପରୱାନା ଜାରି ହୋଇଛି ।  କୋର୍ଟରେ ହାଜର ହେବା ପାଇଁ ଶନିବାର ଥିଲା ଶେଷ ତାରିଖ । ହେଲେ କୋର୍ଟରେ ହାଜର ନ ହେବାରୁ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ