Masthead

ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣାରେ ନିଲମ୍ବିତ ହେଲେ ଶରତ ନାୟକ

କଟକ(ବଡ଼ ଖବର ବ୍ୟୁରୋ):  ମାହାଙ୍ଗା ନାବାଳିକା ଘଟଣା ନେଇଛି ଏକ ଭିନ୍ନ ମୋଡ । ଅଡିଓ ଭାଇରାଲ ପରେ ବିଜେଡିର ପୂର୍ବତନ ଅଧ୍ୟକ୍ଷ ଶରତ ନାୟକଙ୍କୁ ଦଳରୁ ନିଲମ୍ବିତ କରିଦିଆଯାଇଛି । ଶରତ ନାୟକଙ୍କୁ ସସପେଣ୍ଡ କଲେ କଟକ ଜିଲ୍ଲା ବିଜେଡି ସଭାପତି । ମହିଳା ଆୟୋଗ ତରଫରୁ ଏସପିଙ୍କୁ ତଦନ୍ତ ପାଇଁ କହିଥିଲେ ସୁଦ୍ଧା ଘଟଣା ର ମୁଖ୍ୟ ଅଭିଯୁକ୍ତକୁ ଏପର୍ଯ୍ୟନ୍ତ ଗିରଫ କରାଯାଇନାହିଁ । ଗ୍ରାମବାସୀ ମାନେ ସିବିଆଇ ତଦନ୍ତ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ