Masthead

ଖୋଲିବ ପ୍ରସିଦ୍ଧ ମା’ ଶାରଳା ମନ୍ଦିର

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ମା’ ଶାରଳା ମନ୍ଦିର ଓ ଗୋରେଖନାଥ ମନ୍ଦିର ଖୋଲିବା ପାଇଁ ଅନୁମତି ଦେଇଛନ୍ତି ଜିଲ୍ଲାପାଳ । ଆସନ୍ତା ୩ରୁ ଖୋଲିବ ଏହି ମନ୍ଦିର । କୋଭିଡ଼ ନିୟମ ଭିତରେ ଖୋଲାଯିବ ଏହି ଦୁଇ ମନ୍ଦିର । ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଏହି ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି । କିନ୍ତୁ ମକର ସଂକ୍ରାନ୍ତିରେ ବନ୍ଦ ରହିବ ଏହି ଦୁଇ ମନ୍ଦିର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ