Masthead

ଖୋଲିବ ପ୍ରସିଦ୍ଧ ମା’ ଶାରଳା ମନ୍ଦିର

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ମା’ ଶାରଳା ମନ୍ଦିର ଓ ଗୋରେଖନାଥ ମନ୍ଦିର ଖୋଲିବା ପାଇଁ ଅନୁମତି ଦେଇଛନ୍ତି ଜିଲ୍ଲାପାଳ । ଆସନ୍ତା ୩ରୁ ଖୋଲିବ ଏହି ମନ୍ଦିର । କୋଭିଡ଼ ନିୟମ ଭିତରେ ଖୋଲାଯିବ ଏହି ଦୁଇ ମନ୍ଦିର । ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଏହି ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି । କିନ୍ତୁ ମକର ସଂକ୍ରାନ୍ତିରେ ବନ୍ଦ ରହିବ ଏହି ଦୁଇ ମନ୍ଦିର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ