Masthead

ପ୍ରଧାନମନ୍ତ୍ରୀ ମଣିପୁର ଆସି ଲୋକଙ୍କ ସମସ୍ୟା ବୁଝନ୍ତୁ: ଶର୍ମିଲା ଚାନୁ

ମଣିପୁର (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ମଣିପୁର ଆସିବାକୁ ଅପିଲ । ମଣିପୁରରେ ହିଂସା ଜାରି ରହିଛି । ଶାନ୍ତି ରକ୍ଷା ପାଇଁ ଧର୍ମଗତ ନିର୍ବିଶେଷରେ ସବୁ ମହିଳା ଆଗେଇ ଆସିବାକୁ ସିଭିଲ ରାଇଟ୍ସ କର୍ମୀ ଇରୋମ ଶର୍ମିଲା ଚାନୁ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ୱାରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଣିପୁର ଆସିବାକୁ ଅନୁରୋଧ କରିଛନ୍ତି ଶର୍ମିଲା । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମଣିପୁର ଆସି ଲୋକଙ୍କ ସମସ୍ୟା ବୁଝିବା ସହ ତାର ସମାଧାନ କରନ୍ତୁ । ଆଇରନ୍‌ ଲେଡି ଶର୍ମିଲା କହିଛନ୍ତି, ମଣିପୁର ଜଳୁଥିବାବେଳେ ଲୋକଙ୍କ ଦୁର୍ଦ୍ଦଶାରେ ସେ ମର୍ମାହତ। ସବୁ ମେଇତି ଏବଂ ଆଦିବାସୀ ଏକାଠି ହୋଇ ହିଂସା ବନ୍ଦ କରିବାକୁ ସେ ଆହ୍ୱାନ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା