Masthead

ପ୍ରଧାନମନ୍ତ୍ରୀ ମଣିପୁର ଆସି ଲୋକଙ୍କ ସମସ୍ୟା ବୁଝନ୍ତୁ: ଶର୍ମିଲା ଚାନୁ

ମଣିପୁର (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ମଣିପୁର ଆସିବାକୁ ଅପିଲ । ମଣିପୁରରେ ହିଂସା ଜାରି ରହିଛି । ଶାନ୍ତି ରକ୍ଷା ପାଇଁ ଧର୍ମଗତ ନିର୍ବିଶେଷରେ ସବୁ ମହିଳା ଆଗେଇ ଆସିବାକୁ ସିଭିଲ ରାଇଟ୍ସ କର୍ମୀ ଇରୋମ ଶର୍ମିଲା ଚାନୁ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ୱାରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଣିପୁର ଆସିବାକୁ ଅନୁରୋଧ କରିଛନ୍ତି ଶର୍ମିଲା । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମଣିପୁର ଆସି ଲୋକଙ୍କ ସମସ୍ୟା ବୁଝିବା ସହ ତାର ସମାଧାନ କରନ୍ତୁ । ଆଇରନ୍‌ ଲେଡି ଶର୍ମିଲା କହିଛନ୍ତି, ମଣିପୁର ଜଳୁଥିବାବେଳେ ଲୋକଙ୍କ ଦୁର୍ଦ୍ଦଶାରେ ସେ ମର୍ମାହତ। ସବୁ ମେଇତି ଏବଂ ଆଦିବାସୀ ଏକାଠି ହୋଇ ହିଂସା ବନ୍ଦ କରିବାକୁ ସେ ଆହ୍ୱାନ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ