Masthead

ପ୍ରଥମ ମହିଳା ଗଲ୍ଫର ଭାବେ ଏସୀୟ କ୍ରୀଡାରେ ଜିତିଲେ ରୌପ୍ୟ ପଦକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚିନରେ ଚମକିଲେ ଭାରତୀୟ କ୍ରୀଡାବିତ । ଚୀନରେ ଚାଲିଥିବା ଏସୀୟ କ୍ରୀଡାରେ ଭାରତକୁ ପଦକ ପରେ ପଦକ ମିଳି ଚାଲିଛି । ଭାରତକୁ ଆଉ ଏକ ପଦକ ଜିତାଇଛନ୍ତି ଅଦିତି ଅଶୋକ ।ଗଲ୍ଫରେ ରୋପ୍ୟ ପଦକ ଜିତି ଇତିହାସ ରଚିଛନ୍ତି ଅଦିତି ଅଶୋକ ।

ଏସୀୟ କ୍ରୀଡାରେ ପ୍ରଥମ ଭାରତୀୟ ମହିଳା ଗଲ୍ଫର ଭାବେ ରୌପ୍ୟ ପଦକ ଜିତିଛନ୍ତି ଅଦିତି । ଅନ୍ୟପଟେ ଟିମ୍ ଇଭେଣ୍ଟରେ ଭାରତ ଚତୁର୍ଥ ନମ୍ବରରେ ରହିଛି । ଏହାଛଡା ଭାରତକୁ ସୁଟିଂରେ ଆଉ ଏକ ସ୍ୱର୍ଣ୍ଣପଦକ ମିଳିଛି । ପୁରୁଷ ଟ୍ରାପ୍ ଟିମ୍ ଇଭେଣ୍ଟରେ ଭାରତକୁ ସ୍ୱର୍ଣ୍ଣ ମିଳିଥିବା ସମାନ ବର୍ଗର ମହିଳା ଇଭେଣ୍ଟରେ ଭାରତୀୟ ମହିଳା ଦଳକୁ ରୌପ୍ୟ ମିଳିଛି । ଏବେ ସୁଦ୍ଧା ଭାରତ ମୋଟ ୧୧ଟି ସ୍ୱର୍ଣ୍ଣ ,୧୬ଟି ରୌପ୍ୟ ଓ ୧୪ଟି ବ୍ରୋଞ୍ଜ ସହ ୪୧ଟି ପଦକ ହାସଲ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ