Masthead

ଜନନୀ ଯନ୍ତ୍ରଣା, ଭାରରେ ବୁହାହେଲେ ଗର୍ଭବତୀ

ଚିତ୍ରକୋଣ୍ଡା (ବଡ଼ ଖବର ବ୍ୟୁରୋ): ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ । ହୋଇପାରୁନି ଉପାନ୍ତ ଅଂଚଳର ବିକାଶ । ପୁଣି କାଉଡ଼ିରେ ବୁହାହେଲେ ଗର୍ଭବତୀ । ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଂଚଳର ବିକାଶ କଥା ସରକାର ଡିଣ୍ଡିମ ପିଟୁଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ପୁରା ଅଲଗା । ସ୍ୱାଭିମାନ ଅଞ୍ଚଳରେ ଥିବା ଖଜୁରୀଗୁଡାର ସବେନ ପାଙ୍ଗି ଗର୍ଭବତୀ ଥିବା ଯଗୁଁ ତାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ର କୁ ଆଣିବା ପାଇଁ ଆମ୍ବୁଲାନ୍ସ କୁ ଫୋନ କରାଯାଇଥିଲା।

କିନ୍ତୁ ଆମ୍ବୁଲାନ୍ସ ଟି ରୁମା ପର୍ଯ୍ୟନ୍ତ ଯାଇ ଅଟକି ଯାଇଥିଲା । କିନ୍ତୁ ରୁମା ଠାରୁ ଖଜୁରୀଗୁଡା କୁ ଯିବା ରାସ୍ତା ଖରାପ ଥିବାରୁ ଦୀର୍ଘ ୧୦ କିଲୋମିଟର ସେହି ଗର୍ଭବତୀ ମହିଳାଙ୍କୁ ବୋହିବାକୁ ପଡିଥିଲା। ଏଠି ସ୍ପଷ୍ଟ ଅନୁମାନ କରା ଯାଉଛି ଯେ ସ୍ୱାଭିମାନ ଅଞ୍ଚଳ କେତେ ବିକଶିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ