Masthead

ସପ୍ତାହେ ପାଇଁ ବନ୍ଦ ରହିଲା ସିଦ୍ଧେଶ୍ୱରୀ ଉଚ୍ଚ ବିଦ୍ୟାଳୟ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ସପ୍ତାହେ ପାଇଁ ବନ୍ଦ ରହିଲା ରାୟନୃସିଂହପୁର ସ୍ଥିତ ସିଦ୍ଧେଶ୍ୱରୀ ଉଚ୍ଚ ବିଦ୍ୟାଳୟ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ସରୋଜ କୁମାର ସେଠୀ । ତେବେ ବିଦ୍ୟାଳୟରେ ୬ ଜଣ କରୋନାରେ ସଂକ୍ରମିତ କଥା ସାମ୍ନାକୁ ଆସିବା ପରେ ଜିଲ୍ଲାପାଳ ଏପରି ନିଷ୍ପତ୍ତି ନେଇଥିବାର ସୂଚନା ମିଳିଛି । ସଂକ୍ରମିତଙ୍କ ମଧ୍ୟରୁ ୫ଜଣ ଛାତ୍ରଛାତ୍ରୀ ଥିବାବେଳେ ଜଣେ ଶିକ୍ଷୟତ୍ରୀ ଅଛନ୍ତି ।

ଯାହାଫଳରେ ବିଦ୍ୟାଳୟକୁ ସପ୍ତାହେ ବନ୍ଦ କରିଦିଆଯାଇଛି । ଅପରପକ୍ଷରେ କାମାକ୍ଷାନଗର ଅଗ୍ନିଶମ ବାହିନୀର ଏକ ସ୍ୱତନ୍ତ୍ର ଟିମ ଯାଇ ବିଦ୍ୟାଳୟର ସମସ୍ତ ଗୃହ ଓ ଅଫିସ ଗୁଡିକୁ ସଫା ସୁତୁରା କରିବା ସହ ସାନିଟାଇଜର ବ୍ୟବସ୍ଥା କରାଯାଉଥିବାର ଦେଖିବା ପାଇଁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ