Masthead

ନଭେମ୍ବର୧ ପରିବର୍ତ୍ତେ ଆଜିଠୁ ଖୋଲିଲା ଶିମିଳିପାଳ

କରଞ୍ଜିଆ(ବଡ଼ ଖବର ବ୍ୟୁରୋ); ଆଜିଠାରୁ ପର‌୍ୟ୍ୟଟକ ପାଇଁ ଖୋଲିଲା ଶିମିଳିପାଳ । ଶିମିଳିପାଳ ଅଭୟାରଣ୍ୟ ଚଳିତ ପର‌୍ୟ୍ୟଟନ ଋତୁ ନଭେମ୍ବର ୧ ପରିବର୍ତ୍ତେ ଆଜି ଠାରୁ ପର‌୍ୟ୍ୟଟକଙ୍କ ପାଇଁ ଖୋଲିଲା । କାଳିଆଣି ତନଖି ଫାଟକ (ଯଶୀପୁର) ପଟୁ ୩୫ ଗାଡି ଓ ପିଠାବଟା (ବାରିପଦା) ତନଖି ଫାଟକ ଦେଇ ୨୫ ଗାଡି ଜଙ୍ଗଲ ଭିତରକୁ ପ୍ରବେଶ କରିବାର ସ୍ଥିର ହେଇଛି। ପ୍ରବେଶ ଅନୁମତି ପତ୍ର ସକାଳ ୬ ଟା ରୁ ୯ ଟା ପର‌୍ୟ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ। ପର‌୍ୟ୍ୟଟକ ମାର୍ଗଦର୍ଶିକା ଅନୁପାଳନ ସହିତପ୍ରକୃତିର ମଜା ନେଇ ପାରିବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର