Masthead

ଜଳୁଛି ଶିମିଳିପାଳ

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରେ): ମୟୂରଭଞ୍ଜ ଶିମିଳିପାଳ ଜଙ୍ଗଲରେ ଅଗ୍ନିକାଣ୍ଡ ଘଟଣା । ଏହି ନିଆଁ ଲାଗିବା ନେଇ ସକ୍ରିୟ ହୋଇଉଠିଛନ୍ତି ରାଜ୍ୟ ସରକାର । ରାଜ୍ୟ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯ, ଜଙ୍ଗଲର ମୁଖ୍ୟ ସଂରକ୍ଷଣକାରୀ ଶିମିଳିପାଳ ଗସ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଶିମିଳିପାଳ ଗସ୍ତ କରି ନିଆଁ ଲାଗିଥିବାର କାରଣ ସମ୍ପର୍କରେ ତଦନ୍ତ କରିବେ ।

ଏହି ରିପୋର୍ଟ ମିଳିବା ପରେ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ପଦକ୍ଷପ ନିଆଯିବ ବୋଲି ସେ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଥିଲେ । ଏହି ଘଟଣା ସମ୍ପର୍କରେ ଜଣିବା ପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର । ତା ସହ ସେ ଟ୍ୱିଟ୍ କରି କହିଛନ୍ତି, ମୁଁ ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମତେ ଜଣାଇବାକୁ ନିର୍ଦ୍ଦେଶ ଦେଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ