ଜଳୁଛି ଶିମିଳିପାଳ

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରେ): ମୟୂରଭଞ୍ଜ ଶିମିଳିପାଳ ଜଙ୍ଗଲରେ ଅଗ୍ନିକାଣ୍ଡ ଘଟଣା । ଏହି ନିଆଁ ଲାଗିବା ନେଇ ସକ୍ରିୟ ହୋଇଉଠିଛନ୍ତି ରାଜ୍ୟ ସରକାର । ରାଜ୍ୟ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯ, ଜଙ୍ଗଲର ମୁଖ୍ୟ ସଂରକ୍ଷଣକାରୀ ଶିମିଳିପାଳ ଗସ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଶିମିଳିପାଳ ଗସ୍ତ କରି ନିଆଁ ଲାଗିଥିବାର କାରଣ ସମ୍ପର୍କରେ ତଦନ୍ତ କରିବେ ।

ଏହି ରିପୋର୍ଟ ମିଳିବା ପରେ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ପଦକ୍ଷପ ନିଆଯିବ ବୋଲି ସେ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଥିଲେ । ଏହି ଘଟଣା ସମ୍ପର୍କରେ ଜଣିବା ପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର । ତା ସହ ସେ ଟ୍ୱିଟ୍ କରି କହିଛନ୍ତି, ମୁଁ ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମତେ ଜଣାଇବାକୁ ନିର୍ଦ୍ଦେଶ ଦେଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!