Masthead

ଝଲସିବ ଅଶୋକଝର

ଯାଜପୁର(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସୁକିନ୍ଦା ଅଶୋକଝରର ସୌନ୍ଦର୍ଯ୍ୟ କରଣ ପାଇଁ ମଞ୍ଜୁର୍ ହୋଇଛି ୧କୋଟି ଟଙ୍କା । ସମସ୍ତ ଉର୍ଣ୍ଣତ୍ତି ମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ । ଏହି ପ୍ରକଳ୍ପ ଦ୍ୱାରା ଚାଷୀ ମାନଙ୍କ ପାଣି ସମସ୍ୟା ଦୂର ହେବ । ଲେମ୍ବୋ, ବନ୍ଧଗାଁ ଓ ଦୁଧୁଯୋରୀ ପଞ୍ଚାୟତର ହଜାର ହଜାର ଚାଷୀଙ୍କ ଚାଷ ଜମି ପାଇଁ ପାଣି ସମସ୍ୟା ଦୂର କରାଯାଇପାରିବ । ଅଶୋକଝରରୁ ବହୁଥିବା ପାଣିକୁ ଡ୍ୟାମ ମାଧ୍ୟମରେ ସଂରକ୍ଷଣ କରାଯିବ । ଯାହାଦ୍ୱାରା ସ୍ଥାନୀୟ ଅଞ୍ଚଳର ବାସିନ୍ଦା ମଧ୍ୟ ଏହାର ସୁବିଧା ପାଇପାରିବେ । ସ୍ଥାନୀୟ ଅଞ୍ଚଳର ଜଳସ୍ତର ଦିନକୁ ଦିନ କମ୍ ହେବାରେ ଲାଗିଛି । ଏହି ପ୍ରକଳ୍ପ ଦ୍ୱାରା ବର୍ଷକ ବାର ମାସ ପାଣି ସଂରକ୍ଷଣ କରାଯାଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ