Masthead

ଝଲସିବ ଅଶୋକଝର

ଯାଜପୁର(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସୁକିନ୍ଦା ଅଶୋକଝରର ସୌନ୍ଦର୍ଯ୍ୟ କରଣ ପାଇଁ ମଞ୍ଜୁର୍ ହୋଇଛି ୧କୋଟି ଟଙ୍କା । ସମସ୍ତ ଉର୍ଣ୍ଣତ୍ତି ମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ । ଏହି ପ୍ରକଳ୍ପ ଦ୍ୱାରା ଚାଷୀ ମାନଙ୍କ ପାଣି ସମସ୍ୟା ଦୂର ହେବ । ଲେମ୍ବୋ, ବନ୍ଧଗାଁ ଓ ଦୁଧୁଯୋରୀ ପଞ୍ଚାୟତର ହଜାର ହଜାର ଚାଷୀଙ୍କ ଚାଷ ଜମି ପାଇଁ ପାଣି ସମସ୍ୟା ଦୂର କରାଯାଇପାରିବ । ଅଶୋକଝରରୁ ବହୁଥିବା ପାଣିକୁ ଡ୍ୟାମ ମାଧ୍ୟମରେ ସଂରକ୍ଷଣ କରାଯିବ । ଯାହାଦ୍ୱାରା ସ୍ଥାନୀୟ ଅଞ୍ଚଳର ବାସିନ୍ଦା ମଧ୍ୟ ଏହାର ସୁବିଧା ପାଇପାରିବେ । ସ୍ଥାନୀୟ ଅଞ୍ଚଳର ଜଳସ୍ତର ଦିନକୁ ଦିନ କମ୍ ହେବାରେ ଲାଗିଛି । ଏହି ପ୍ରକଳ୍ପ ଦ୍ୱାରା ବର୍ଷକ ବାର ମାସ ପାଣି ସଂରକ୍ଷଣ କରାଯାଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ