Masthead

ଇଣ୍ଡୋନେସିଆରେ ବୁଡ଼ିଲା ଜାହାଜ: ୬ ମୃତ, ୭ ନିଖୋଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଣ୍ଡୋନେସିଆରେ ବୁଡ଼ିଲା ଜାହାଜ । ବାଲି ଉପକୂଳରେ ଏକ ଯାତ୍ରୀବାହୀ ଜାହାଜ ବୁଡ଼ିଯିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ନ୍ୟୁଜ୍ ଏଜେନ୍ସି ମଙ୍ଗଳବାର ଦିନ ସ୍ଥାନୀୟ ପୋଲିସ ମୁଖପାତ୍ରଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ବାଲି ଉପକୂଳରେ ଏକ ଯାତ୍ରୀବାହୀ ଜାହାଜ ବୁଡ଼ିଯିବା ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି।

ଏହି ଦୁର୍ଘଟଣାରେ ତିନି ପୁରୁଷ ଏବଂ ତିନି ମହିଳାଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଥିବା ସେ କହିଛନ୍ତି। ଜାହାଜରେ ୪୧ ଜଣ ଯାତ୍ରୀ ଏବଂ ୧୫ ଜଣ ଚାଳକ ଦଳ ଥିବା ଜଣାଯାଇଛି। ଜାହାଜଟି ବାଲିର ଗିଲିମାନୁକ୍ ବନ୍ଦରକୁ ଯାଉଥିଲା, କିନ୍ତୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବା ପୂର୍ବରୁ ବୁଡ଼ି ଯାଇଥିଲା। ନ୍ୟୁଜ୍ ଏଜେନ୍ସି ଅନୁଯାୟୀ ୭ ଜଣ ନିଖୋଜ ଥିବା ଜଣାପଡିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି