Masthead

ଶିବସେନା ବିଧାୟକ ସଞ୍ଜୟ ଗାଏକ୍ବାର୍ଡଙ୍କ ନାଁରେ ମାମଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାଘ ଦାନ୍ତକୁ ମାଳ କରି ବେକରେ ପିନ୍ଧିବା ପଡିଲା ମହଙ୍ଗା । ବିଧାୟକଙ୍କ ନାଁରେ ମାମଲା ରୁଜୁ । ଶିବସେନା ବିଧାୟକ ସଞ୍ଜୟ ଗାଏକ୍ବାର୍ଡଙ୍କ ନାଁରେ ମାମଲା ରୁଜୁ । ବନ୍ୟପ୍ରାଣୀ ସୁରକ୍ଷା ଆଇନ ଅନୁସାରେ ମାମଲା କଲେ ସରକାର । ଏକ ଭିଡିଓ ଜାରି କରି ବିଧାୟକ ବାଘ ଶିକାର କରିଥିବା କହିଥିଲେ ବେକରେ ପିନ୍ଧିଥିବା ମାଳରେ ବାଘ ଦାନ୍ତ ସ୍ପଷ୍ଟ ହେବାରୁ ତାଙ୍କ ନାଁରେ ମାମଲା ରୁଜୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ