Masthead

ଉତ୍ତର ପୂର୍ବ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବେ ସଞ୍ଜୟ!

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଉତ୍ତର ପୂର୍ବ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବେ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ସଞ୍ଜୟ ରାଉତ । ଲୋକସଭା ର୍ନିବାଚନରେ ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ସଞ୍ଜୟ ରାଉତଙ୍କୁ ଲୋକସଭା ନିର୍ବାଚନୟରେ ପ୍ରାର୍ଥୀ କରିବାକୁ ପ୍ରସ୍ତୁତି ଚାଲିଛି। ଦଳ ଚାହୁଁଛି ସଞ୍ଜୟ ରାଉତ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ। ସଞ୍ଜୟ ରାଉତଙ୍କୁ ଉଦ୍ଧବ ଠାକରେଙ୍କ ଅତି ଘନିଷ୍ଠ ଲୋକ ।ସଙ୍କଟଜନକ ସମୟରେ ସେ ଉଦ୍ଧବଙ୍କ ସହିତ ରହିଛନ୍ତି ସଞ୍ଜୟ ।

ଜୁନ ୨୦୨୨ରେ, ଯେତେବେଳେ ଶିବସେନାରେ ଏକ ବଡ ବିଦ୍ରୋହ ହୋଇଥିଲା ଏବଂ ବହୁ ସଂଖ୍ୟକ ଦଳର ବିଧାୟକ ଏବଂ ଏମପିମାନେ ଉଦ୍ଧବଙ୍କୁ ଛାଡି ଏକନାଥ ଶିନ୍ଦେଙ୍କ ଦଳରେ ଯୋଗ ଦେଇଥିଲେ, ସେତେବେଳେ ମଧ୍ୟ ସଞ୍ଜୟ ରାଉତ ଉଦ୍ଧବ ଠାକରେଙ୍କ ସହ ଠିଆ ହୋଇଥିଲେ। ସେ ଏକନାଥ ଶିନ୍ଦେ ଏବଂ ତାଙ୍କ ସହ ଥିବା ଲୋକଙ୍କୁ ଦେଶଦ୍ରୋହୀ ଏବଂ ବିଶ୍ୱାସଘାତକ ବୋଲି କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା