Masthead

୪୦୩ ନୁହେଁ ବରଂ ୧୦୦ ଆସନରେ ନିର୍ବାଚନ ଲଢିବ ଶିବସେନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ କରିଥିବା ଘୋଷଣାର କିଛି ସମୟ ପରେ ୟୁଟର୍ଣ୍ଣ ନେଇଛି ଶିବସେନା । ଦଳୀୟ କାର୍ଯ୍ୟକାରିଣୀରେ ସମସ୍ତ ୪୦୩ ବିଧାନସଭା ଆସନରେ ପ୍ରାର୍ଥୀ ଦିଆଯିବ ବୋଲି ଘୋଷଣା କରାଯାଇଥିଲା । ମାତ୍ର ବର୍ତ୍ତମାନ ଶିବସେନା ମାତ୍ର ୧୦୦ ଟି ବିଧାନସଭା ଆସନରେ ପ୍ରାର୍ଥୀ ଦେବ ବୋଲି ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛି ।

ଏନେଇ ଶିବସେନା ମୁଖପାତ୍ର ସଞ୍ଜୟ ରାୱତ ସୂଚନା ଦେଇଛନ୍ତି । ସେହିପରି ଗୋଆରେ ଶିବସେନା ୨୦ ଟି ଆସନରେ ପ୍ରତିନ୍ଦ୍ୱତିତା କରିବ ବୋଲି ସୂଚନା ମିଳିଛି । ଯଦି ଆବଶ୍ୟକ ପଡ଼େ ତାହାଲେ ଗୋଆରେ ମେଣ୍ଟ ଗଠନ କରାଯିବ ବୋଲି ସଞ୍ଚୟ ରାୱତ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ