Masthead

କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ଶିବରାଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ବିଜେପି ହାଇକମାଣ୍ଡ ଆଜି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂଙ୍କୁ ଦିଲ୍ଲୀ ଡକେଇଛନ୍ତି । ମୁଖ୍ୟମନ୍ତ୍ରୀ ପଦରୁ ହଟିବା ପରେ ଶିବରାଜ ପ୍ରଥମ ଥର ଦିଲ୍ଲୀ ଯାଉଛନ୍ତି । ତାଙ୍କୁ ନୂତନ ଦାୟିତ୍ୱ ଦିଆଯିବା ନେଇ ଚର୍ଚ୍ଚା ହେଉଛି । ଦିଲ୍ଲୀରେ ସେ ପାର୍ଟି ଅଧକ୍ଷ୍ୟ ଜେପି ନଡ୍ଡାଙ୍କୁ ଭେଟିବେ । ଶିବରାଜ ସିଂ ଚୌହାନ ଆଜି ସନ୍ଧ୍ୟା ୫ଟାରେ ଦିଲ୍ଲୀରେ ପହଞ୍ଚିବେ ଓ ସନ୍ଧ୍ୟା ୬ଟାରେ ପାର୍ଟି ଅଧକ୍ଷ୍ୟ ଜେପି ନଡ୍ଡାଙ୍କୁ ଭେଟିବେ । ମଧ୍ୟପ୍ରଦେଶ ସିଏମ ପଦ ଛାଡିବା ପରେ ସେ କହିଥିଲେ ‘ମୁଁ ଦିଲ୍ଲୀ ଯିବି ନାହିଁ’ ବିଜେପି ହାଇକମାଣ୍ଡ ଶିବରାଜଙ୍କୁ ଦିଲ୍ଲୀ ଡକେଇବାକୁ ନେଇ ରାଜନୈତିକ ଚର୍ଚ୍ଚା ବଢିବାରେ ଲାଗିଛି । ତାଙ୍କୁ ନୂତନ ଦାୟିତ୍ୱ ଦିଆଯିବା ନେଇ ଚର୍ଚ୍ଚା ଜୋରଧରିଛି । ଶିବରାଜ କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ଏନେଇ ମଧ୍ୟ ଚର୍ଚ୍ଚା ହେଉଛି ପୂର୍ବରୁ ଆସାମ ମୁଖ୍ୟମନ୍ତ୍ରୀ ପଦରୁ ଯେବେ ସର୍ବାନନ୍ଦ ସୋନୱାଲଙ୍କୁ ହଟା ଯାଇଥିଲା ତାଙ୍କୁ ମଧ୍ୟ କେନ୍ଦ୍ରମନ୍ତ୍ରୀ ଭାବରେ ଥଇଥାନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ