ସରକାରୀ ବସକୁ ଗୁଳିମାଡ଼, ଯାତ୍ରୀ ସୁରକ୍ଷିତ

ଜୟପୁର (ବଡ଼ ଖବର ବ୍ୟୁରୋ):  ସରକାରୀ ବସ୍‌ ଉପରକୁ ଅଚାନକ ଗୁଳିମାଡ଼ । ବୈପାରିଗୁଡ଼ା ଥାନାଠୁ ମାତ୍ର ୧୦୦ ମିଟର ଦୂରରେ ହୋଇଛି ଗୁଳିମାଡ଼ । ବାଲିମେଳା ଠାରୁ ବ୍ରହ୍ମପୁର ଯିବା ବେଳେ ଅଚାନକ ଗୁଳିମାଡ଼ ହୋଇଥିଲା । କିଏ ଓ କାହିଁକି ଗୁଳିମାଡ଼ କଲା କାରଣ ଜଣାପଡିନଥିବା ବେଳେ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ବସରେ ୧୦ ଜଣ ଯାତ୍ରୀ ଥିଲେ ।

ସମସ୍ତଙ୍କୁ ବୈପାରୀଗୁଡା ପୁଲିସ ଥାନାରେ ଅଟକ ରଖି ବ୍ୟାଗ ସବୁ ଯାଞ୍ଚ କରୁଛି ।ରାତି ପ୍ରାୟ ୧୦ଟାରେ ବୈପାରିଗୁଡ଼ା ଠାରୁ ଅଳ୍ପ ଦୂରରେ ରହିଥିବା ବିଏସଏଫ୍ କ୍ୟାମ୍ପ ନିକଟରେ ହଠାତ୍ ଗୁଳି ଫୁଟିବା ଶବ୍ଦ କଣ୍ଡକ୍ଟର ଶୁଣିଥିଲେ । ଏ ନେଇ ଡ୍ରାଇଭରଙ୍କୁ ପଚାରିବାରୁ ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’