Masthead

ପ୍ରଥମ ଟ୍ରାନ୍ସଜେଣ୍ଡର ଆଙ୍କରଙ୍କୁ ଗୁଳିମାଡ଼

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନର ପ୍ରଥମ ଟ୍ରାନ୍ସଜେଣ୍ଡର ଆଙ୍କରଙ୍କୁ ହୋଇଛି ଗୁଳିମାଡ । ପାକିସ୍ତାନର ପ୍ରଥମ ଟ୍ରାନ୍ସଜେଣ୍ଡର ନ୍ୟୁଜ୍ ଆଙ୍କର୍ ମାର୍ଭିଆ ମଲିକଙ୍କୁ ଗୁଳିମାଡ ହୋଇଥିବା ଅଭିଯୋଗ ହୋଇଛି । ଶୁକ୍ରବାର ଦିନ ତାଙ୍କ ବାସଭବନ ବାହାରେ ଅଜ୍ଞାତ ଆକ୍ରମଣକାରୀଙ୍କ ତାଙ୍କୁ ମାଡ଼ କରିଥଲେ । ଯାହା ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି ।

ମଲିକ ପୋଲିସକୁ କହିଛନ୍ତି ଯେ ପାକିସ୍ତାନର ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ପାଇଁ ସ୍ୱର ଉତ୍ତୋଳନ କରିବା ପାଇଁ ତାଙ୍କୁ ଧମକପୂର୍ଣ୍ଣ କଲ ଆସୁଥିଲା। ଏଥିପାଇଁ ଆକ୍ରମଣ ହୋଇଥାଏ ପାରେ ବୋଲି ସେ କହିଛନ୍ତି। । ୨୦୧୮ ରେ ପ୍ରଥମ ଏକ ନ୍ୟୁଜ୍ ଆଙ୍କର୍ ହୋଇ ଇତିହାସ ସୃଷ୍ଟି କରିଥିଲେ । ପାକିସ୍ତାନ ଫ୍ୟାଶନ ଡିଜାଇନ କାଉନସିଲ ଦ୍ୱାରା ପ୍ରତିବର୍ଷ ଆୟୋଜିତ ଏକ ପ୍ରମୁଖ ଫ୍ୟାଶନ ସୋରେ ପ୍ରଥମ ଟ୍ରାନ୍ସଜେଣ୍ଡର ମଡେଲ ହେବାର କିଛି ଦିନ ପରେ ସେ ପାକିସ୍ତାନର କୋହିନୋର ଟିଭିରେ ଡେବ୍ୟୁ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ