Masthead

ଲୁଟବେଳେ ଗୁଳିମାଡ଼

ବାରିପଦା (ବଡ଼ ଖବର ବ୍ୟୁରୋ):  ବ୍ୟବସାୟୀଙ୍କୁ ଲୁଟ ସମୟରେ ହେଲା ଗୁଳିମାଡ଼ । ଦୁର୍ବୃତ୍ତକୁ କାବୁ କରିବା ସହ ନିର୍ଧୂମ ଛେଚିଲେ ସ୍ଥାନୀୟ ବାସିନ୍ଦା । ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅଂଚଳରେ। ଗତକାଲି ରାତିରେ ବହଳଦା ଥାନା ଅଞ୍ଚଳରେ ଜଣେ ବ୍ୟବସାୟୀ ଘରକୁ ଫେରୁଥିଲେ ।

ଦୁଇ ଲୁଟେରା ବ୍ୟବସାୟୀଙ୍କ ଠାରୁ ଟଙ୍କା ଲୁଟୁ ପାଇଁ ଆସିଲାବେଳେ ଲୁଟେରାଙ୍କୁ ବିରୋଧ କରିବାରୁ ଲୁଟେରା ବ୍ୟବସାୟୀଙ୍କ ଉପରେ ଗୁଳିମାଡ଼ କରିଛନ୍ତି । ବ୍ୟବସାୟୀଙ୍କୁ ଗୁରୁତର ଅବସ୍ଥାରେ ଟାଟା ସ୍ଥିତ ଡାକ୍ତରଖାନାକୁ ପଠାଯାଇଛି । ଦୁଇ ଜଣ ଲୁଟେରା ଚମ୍ପଟ ମାରିଥିବା ବେଳେ ଅନ୍ୟ ଜଣେ ଦୁର୍ବୃତ୍ତକୁ କାବୁ କରି ମାଡ଼ ମାରିଛନ୍ତି ସ୍ଥାନୀୟ ବାସିନ୍ଦା । ଲୁଟେରାକୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା