Masthead

ଆମେରିକାର ନେଭାଦା ବିଶ୍ୱବିଦ୍ୟାଳୟରେ ଗୁଳିମାଡ଼

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାର ଶିକ୍ଷାନୁଷ୍ଠାନ କ୍ୟାମ୍ପସ।ରେ ବୋମାମାଡ଼ ଓ ଗୁଳିଚାଳନା ଖବର ସାମ୍ନାକୁ ଆସୁଛି। ଏହାରି ମଧ୍ୟରେ ଦେଶର ଆଉ ଏକ ବିଶ୍ୱବିଦ୍ୟାଳୟରେ ଗୁଳିଚାଳନା କରିଛନ୍ତି ଦୁର୍ବୃତ୍ତ। ଏଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଲାସ୍ ଭେଗାସ୍ ଷ୍ଟ୍ରିପର ମାତ୍ର କିଛି ଦୂରରେ ଥିବା ନେଭାଦା ବିଶ୍ୱବିଦ୍ୟାଳନରେ ଏହି ଗୁଳି ଚାଳନା ହୋଇଛି । ଲାସ୍ ଭେଗାସ୍ ପୁଲିସ ସୋଶାଲ ମିଡିଆରେ ଏକ ପୋଷ୍ଟ ସେଆର କରି ଘଟଣା ବାବଦରେ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ