Masthead

ପୂର୍ବ ଶତ୍ରୁତାରୁ କୋଇଡାରେ ଫୁଟିଲା ଗୁଳି

କୋଇଡ଼ା (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାରୁ କୋଇଡାରେ ଫୁଟିଲା ଗୁଳି । ଢାବା ମାଲିକ ଓ ସହଯୋଗୀଙ୍କୁ ଗୁଳି । ଏଭଳି ଅଭାବନୀୟ ଘଟଣା ଘଟିଛି କୋଇଡା ଥାନା ମାଲଦା ଗ୍ରାମରେ । ଢ଼ାବା ମାଲିକଙ୍କ ମୃତୁ୍ୟ ହୋଇଥିବାବେଳ ସହଯୋଗୀ ଆହତ ହୋଇଛନ୍ତି । ମୃତ ଢାବା ମାଲିକ ହେଲେ ରମେଶ ଚାତମ୍ବ । ରମେଶ ଓ ତାଙ୍କ ସହଯୋଗୀ ରାମ ପୂର୍ତ୍ତି ଏକ କାର୍ଯ୍ୟକ୍ରମରୁ ପରିବାର ସହିତ ଫେରିଥିବା ସମୟରେ ନିଜ ଢ଼ାବାରେ ପହଞ୍ଚିଥିଲେ ।

ପରେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ମିଲ୍ ଅଛିକି ନାହିଁ ପଚାରିଥିଲେ । ରମେଶ ମିଲ ନଥିବା କହିବା ପରେ ହଠାତ୍ ଗୁଳି ଫୁଟାଇଥିଲେ । ଉଭୟଙ୍କୁ ଯୋଡ଼ା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ରମେଶଙ୍କୁ ମୃତ ଘୋଷଣା କରିଥିଲେ । କୋଇଡା ପୋଲିସ୍ ଘଟଣସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ