Masthead

ଝାରସୁଗୁଡ଼ାରେ ଫୁଟିଲା ଗୁଳି

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା କୋଲାବିରାରେ ଗୁଳିମାଡ । ଗୁଳିମାଡରେ ଜଣେ ଆହତ । ଜଣେ ନିଲମ୍ବିତ କନେଷ୍ଟବଳ ମାରିଲେ ଗୁଳି । ଗୁଳି ମାଡରେ ଆହତ ପଙ୍କଜ ଖଡ଼ିଆକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁଳିମାଡ କରିଥିବା ନିଲମ୍ବିତ କନେଷ୍ଟବଳ ହେଲେ କିଶୋର ମହାନନ୍ଦିଆ ।

କିଶୋର ଏବେ ଫେରାର ଅଛନ୍ତି । ବୁଧବାର ରାତିରେ କୋଲାବିରା ଖଡ଼ିଆପଡାରେ ପଙ୍କଜ ଖଡ଼ିଆ ନିଜ ଘର ସାମନାରେ ବୁଲୁଥିବା ବେଳେ ତରେଇକେଲା ଗାଁର କିଶୋର ମହାନନ୍ଦିଆ ଆସି ତା ସହ ବଚସା କରିଥିଲେ । ପରେ ୨ ରାଉଣ୍ଡ ଗୁଳି ଚଳାଇ ଫେରାର ହୋଇଯାଇଥିଲେ । ଆହତ ପଙ୍କଜର କାନ୍ଧରେ ବାଜିଛି ଗୁଳି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା