Masthead

କୈଳାସ କୁଲେସିକାଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୈଳାସ କୁଲେସିକାଙ୍କୁ କାରଣ ଦର୍ଶାଅ ନୋଟିସ । କୋରାପୁଟ ଜିଲ୍ଲା କଂଗ୍ରେସରେ ମତଭେଦର ସମାଧାନ ପରେ ଗଣମାଧ୍ୟମରେ ଏହାକୁ ନେଇ ବିବୃତ୍ତି ପ୍ରଦାନ କରିଥିବାରୁ ତାଙ୍କୁ ପ୍ରଦେଶ କଂଗ୍ରେସ କାରଣ ଦର୍ଶାଅ ନୋଟିସ ଜାରି କରିଛିି ।

ତେବେ ୭ଦିନରେ ଏହାର ଉତ୍ତର ଦେବାକୁ ତାଙ୍କୁ ନୋଟିସ ଜାରି ହୋଇଥିଲା । ଏହାର ଉତ୍ତରରେ କୈଳାସ କହିଛନ୍ତି ଯେ, ସମ୍ପୃକ୍ତ ଗଣମାଧ୍ୟମ ତାଙ୍କ କଥାକୁ ସଠିକ ଭାବେ ପ୍ରକାଶ କରି ନାହାନ୍ତି । ଏଥିପାଇଁ ସେ ଦୁଃଖିତ । ଏବଂ ଭବିଷ୍ୟତରେ ଏପରି କାର୍ଯ୍ୟ କରିବେ ନାହିଁ ବୋଲି ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା