Masthead

ଶ୍ରେୟସ ତଲପଡ଼େଙ୍କୁ ହୃଦଘାତ୍

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ୍ ଅଭିନେତା ଶ୍ରେୟସ୍ ତଲପଡ଼େଙ୍କୁ ହୃଦ୍‌ଘାତ । ଅକ୍ଷୟ କୁମାରଙ୍କ ସହ ଏକ ଫିଲ୍ମର ସୁଟିଂ ବେଳେ ହୃଦ୍‌ଘାତ ହୋଇଥିବା ସୂଚନା । ସୁଟିଂ ପରେ ତଳେ ବେହୋସ୍ ହୋଇ ପଡ଼ିଗଲେ ତଲପଡ଼େ । ପରେ ତାଙ୍କୁ ମୁମ୍ବାଇ ବେଲେଭ୍ୟୁ ହସ୍ପିଟାଲରେ ଭର୍ତି କରାଯାଇଛି । ତେବେ ମିଳିଥିବା ସୂଚନା ଅନୁସାରେ, ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ଶ୍ରେୟସଙ୍କ ଚିକିତ୍ସା କରୁଥିବା ବେଳେ ତାଙ୍କା ଆଞ୍ଜିଓପ୍ଲାଷ୍ଟ୍ରି କରାଯାଇଥିବା ସୂଚନା ଦେଇଛନ୍ତି ଡାକ୍ତର । ବର୍ତମାନ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ