Masthead

ଶ୍ରେୟସ ତଲପଡ଼େଙ୍କୁ ହୃଦଘାତ୍

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ୍ ଅଭିନେତା ଶ୍ରେୟସ୍ ତଲପଡ଼େଙ୍କୁ ହୃଦ୍‌ଘାତ । ଅକ୍ଷୟ କୁମାରଙ୍କ ସହ ଏକ ଫିଲ୍ମର ସୁଟିଂ ବେଳେ ହୃଦ୍‌ଘାତ ହୋଇଥିବା ସୂଚନା । ସୁଟିଂ ପରେ ତଳେ ବେହୋସ୍ ହୋଇ ପଡ଼ିଗଲେ ତଲପଡ଼େ । ପରେ ତାଙ୍କୁ ମୁମ୍ବାଇ ବେଲେଭ୍ୟୁ ହସ୍ପିଟାଲରେ ଭର୍ତି କରାଯାଇଛି । ତେବେ ମିଳିଥିବା ସୂଚନା ଅନୁସାରେ, ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ଶ୍ରେୟସଙ୍କ ଚିକିତ୍ସା କରୁଥିବା ବେଳେ ତାଙ୍କା ଆଞ୍ଜିଓପ୍ଲାଷ୍ଟ୍ରି କରାଯାଇଥିବା ସୂଚନା ଦେଇଛନ୍ତି ଡାକ୍ତର । ବର୍ତମାନ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ