Masthead

ଶ୍ରୀକ୍ଷେତ୍ର ପୁରୀର ନାମ ପରିବର୍ତ୍ତନକୁ ନେଇ ତେଜୁଛି ରାଜନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀକ୍ଷେତ୍ର ପୁରୀ ର ନାମ ପରିବର୍ତ୍ତନ କୁ ନେଇ ତେଜୁଛି ରାଜନୀତି ।ଜଗନ୍ନାଥ ଧାମ ନେଇ ଆରମ୍ଭ ହୋଇଛି ଦୁଇ ବିରୋଧୀ ବିଜେଡି ଓ ବିଜେପିର ବୟାନବାଜି । ସେପଟେ ଦୁଇଫାଳ ହୋଇଛି ପୁରୀ ବିଜେଡି । ପୁରୀ ବିଜେଡିର ଦୁଇ ଗୋଷ୍ଠି ନାମ ପରିବର୍ତନକୁ ବିରୋଧ କରି ଶକ୍ତି ପ୍ରଦର୍ଶନ କରିଛନ୍ତି । ଦୀର୍ଘ ଦିନ ଧରି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପୁରୀ ନାମକୁ ଜଗନ୍ନାଥ ଧାମ କରିବା ପାଇଁ ଦାବି ହୋଇ ଆସୁଥିଲା ।

ଗତକାଲି କେଦାରନାଥରେ ଆଦି ଶଙ୍କରାଚାର୍ୟ୍ୟଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ବେଳେ ପୁରୀରେ ଉପସ୍ଥିତ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀକୁ ଜଗନ୍ନାଥ ଧାମ ପୁରୀ କରିବା ସପକ୍ଷରେ ପ୍ରତିକ୍ରିୟା ଦେବା ପରେ ଆରମ୍ଭ ହୋଇଥିଲା ରାଜନୈତିକ ବୟନବାଜି ।ଜଗନ୍ନାଥ ସେନା ମଧ୍ୟ ପୁରି ରେଳ ଷ୍ଟେସନ ଠାରେ ଜଗନ୍ନାଥ ଧାମ ପୁରୀ କରିବାକୁ ଜୋରଦାର ଦାବି କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ