Masthead

ଶ୍ରୀକ୍ଷେତ୍ର ପୁରୀର ନାମ ପରିବର୍ତ୍ତନକୁ ନେଇ ତେଜୁଛି ରାଜନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀକ୍ଷେତ୍ର ପୁରୀ ର ନାମ ପରିବର୍ତ୍ତନ କୁ ନେଇ ତେଜୁଛି ରାଜନୀତି ।ଜଗନ୍ନାଥ ଧାମ ନେଇ ଆରମ୍ଭ ହୋଇଛି ଦୁଇ ବିରୋଧୀ ବିଜେଡି ଓ ବିଜେପିର ବୟାନବାଜି । ସେପଟେ ଦୁଇଫାଳ ହୋଇଛି ପୁରୀ ବିଜେଡି । ପୁରୀ ବିଜେଡିର ଦୁଇ ଗୋଷ୍ଠି ନାମ ପରିବର୍ତନକୁ ବିରୋଧ କରି ଶକ୍ତି ପ୍ରଦର୍ଶନ କରିଛନ୍ତି । ଦୀର୍ଘ ଦିନ ଧରି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପୁରୀ ନାମକୁ ଜଗନ୍ନାଥ ଧାମ କରିବା ପାଇଁ ଦାବି ହୋଇ ଆସୁଥିଲା ।

ଗତକାଲି କେଦାରନାଥରେ ଆଦି ଶଙ୍କରାଚାର୍ୟ୍ୟଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ବେଳେ ପୁରୀରେ ଉପସ୍ଥିତ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀକୁ ଜଗନ୍ନାଥ ଧାମ ପୁରୀ କରିବା ସପକ୍ଷରେ ପ୍ରତିକ୍ରିୟା ଦେବା ପରେ ଆରମ୍ଭ ହୋଇଥିଲା ରାଜନୈତିକ ବୟନବାଜି ।ଜଗନ୍ନାଥ ସେନା ମଧ୍ୟ ପୁରି ରେଳ ଷ୍ଟେସନ ଠାରେ ଜଗନ୍ନାଥ ଧାମ ପୁରୀ କରିବାକୁ ଜୋରଦାର ଦାବି କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ