Masthead

ଶ୍ରୀମନ୍ଦିର ବନ୍ଦ, ମିଳିବ ମହାପ୍ରସାଦ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ସୋମବାର ଠାରୁ ବନ୍ଦ ରହିବ ଠାକୁରଙ୍କ ସାଧାରଣ ଦର୍ଶନ । ମହାପ୍ରଭୁଙ୍କର ଦୈନନ୍ଦିନ ସେବାପୂଜା ପାଇଁ କେବଳ ସେବକ ଏବଂ କର୍ମଚାରୀଙ୍କୁ ମନ୍ଦିର ଭିତରକୁ ଯିବାପାଇଁ ଅନୁମତି ମିଳିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ତେବେ ଏହି ସମୟରେ ଭକ୍ତମାନେ ମହାପ୍ରସାଦ ପାଇ ପାରିବେ । ସୁଆର ମହାସୁଆର ସେବକଙ୍କୁ ବରାଦ ଦେଇ ଯେକୌଣସି ବ୍ୟକ୍ତି ଆବଶ୍ୟକତା ଅନୁଯାୟୀ ମହାପ୍ରସାଦ ମଗାଇ ପାରିବେ ।

ମହାପ୍ରସାଦ କିଣିବା ପାଇଁ କୌଣସି ଭକ୍ତଙ୍କୁ ମନ୍ଦିର ଭିତରକୁ ଯିବାକୁ ଅନୁମତି ମିଳିବ ନାହିଁ । ସୁଆର ମହାସୁଆର ନିଯୋଗ ପକ୍ଷରୁ ଉତ୍ତର ଦ୍ୱାର ଏବଂ ଦକ୍ଷିଣ ଦ୍ୱାର ସମ୍ମୁଖରେ ଲୋକଙ୍କ ଠାରୁ ମହାପ୍ରସାଦ ବରାଦ ନିଆଯାଇ ଚିରକୁଟି ଦିଆଯିବାର ବ୍ୟବସ୍ଥା କରାଯାଇଛି । ଲୋକଙ୍କ ଆବଶ୍ୟକତା ଅନୁଯାୟୀ ଶ୍ରୀମନ୍ଦିର ଆନନ୍ଦ ବଜାରରୁ ମହାପ୍ରସାଦ ଅଣାଯାଇ ମନ୍ଦିର ବାହାରେ ଯୋଗାଇ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା