Masthead

ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଲୋକଙ୍କୁ ଜଗା ଦର୍ଶନ ମନା । ମେ ୧୫ ତାରିଖ ପର୍ଯ୍ୟନ୍ତ ଲୋକଙ୍କୁ ମିଳିବନି ମହାପ୍ରଭୁଙ୍କ ଦର୍ଶନ । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତି ନେଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଶନ କୁମାରଙ୍କ ଅଧକ୍ଷତାରେ ବସିଥିବା ଛତିଶାନିଯୋଗ କମିଟି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଆଜିର ବୈଠକରେ ମନ୍ଦିର ବନ୍ଦ ପାଇଁ ବହୁ ସେବାୟତା ପ୍ରତିନିଧି ପ୍ରସ୍ତାବ ଦେଇଥିଲେ । ତେବେ ଶ୍ରୀମନ୍ଦିର ପାଇଁ ପରିବର୍ତ୍ତିତ ଏସଓପି ଜାରି ହେବ । କରୋନା କଟକଣା ପାଇଁ ଦୀର୍ଘଦିନ ବନ୍ଦ ରହିଥିଲା ଶ୍ରୀମନ୍ଦିର । ତେବେ କଟକଣା କହୋଳ ପରେ ପୁଣି ମନ୍ଦିର ଖୋଲାଯାଇଥିଲା । ବର୍ତ୍ତମାନ ପୁଣି ଶ୍ରୀମନ୍ଦିର ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତି ନେଇଛି । ମନ୍ଦିର ଭିତରେ ନିତିକାନ୍ତି କିନ୍ତୁ ଯାଥାରିତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି