Masthead

୩ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବର ୩ରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ପ୍ରଥମ ମିଟିଂରେ ନୂତନ ପରିଚାଳନା କମିଟି ସଦସ୍ୟଙ୍କୁ କରାଯିବ ସ୍ବାଗତ। ନିଳାଦ୍ରୀ ଭକ୍ତ ନିବାସରେ ଦିନ ୧୦ଟାରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ।

ମିଟିଂରେ ନୂତନ ସବ୍ କମିଟି ଗଠନ ନେଇ ଆଲେଚନା ହେବ । ଏଥିସହିତ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା, ରତ୍ନଭଣ୍ଡାର ଗଣତିମଣତି, ହୁଣ୍ଡି ସ୍ଥାନାନ୍ତରଣ ସହ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ଏନେଇ ଆଇନ ମନ୍ତ୍ରୀ  ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ