Masthead

ଟିମ୍ ଇଣ୍ଡିଆକୁ ଝଟକା, ୟଙ୍ଗଷ୍ଟାର ଶୁବମନ ଗିଲଙ୍କୁ ଡେଙ୍ଗୁ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ୱାର୍ଲଡ କପ ଆରମ୍ଭରୁ ଟିମ୍ ଇଣ୍ଡିଆକୁ ବଡ ଝଟକା । ଟିମ୍ ଇଣ୍ଡିଆର ୟଙ୍ଗଷ୍ଟାର ଶୁବମନ ଗିଲଙ୍କୁ ଡେଙ୍ଗୁ । ରକ୍ତନମୂନା ପରୀକ୍ଷା କରାଯିବା ପରେ ଶୁବମନ ଗିଲ୍ ଡେଙ୍ଗୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପ୍ରଥମ ମ୍ୟାଚ୍ ପୂର୍ବରୁ ଦଳ ପାଇଁ ଆସିଛି ଚିନ୍ତାଜନକ ଖବର । ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ଗିଲ୍ ଖେଳିବା ନେଇ ଦେଖାଦେଇଛି ଆଶଙ୍କା । ଆସନ୍ତା ୮ରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ମ୍ୟାଚ୍ ଖେଳିବ ଭାରତ । ଯଦି ଗିଲ୍ ଖେଳିବାକୁ ଅସମର୍ଥ ହୁଅନ୍ତି, ତେବେ ଅଧିନାୟକ ରୋହିତ ଶର୍ମାଙ୍କ ସହ କିଏ ପାଳି ଆରମ୍ଭ କରିବ ଏବେ ତାକୁ ନେଇ ରହିଛି ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ