Masthead

ବଢିଲା ଟିମ୍ ଇଣ୍ଡିଆର ମୁଣ୍ଡବିନ୍ଧା, ହସ୍ପିଟାଲରେ ଭର୍ତ୍ତି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ହସ୍ପିଟାଲରେ ଭାରତୀୟ କ୍ରିକେଟ ଖେଳାଳୀ ଶୁବମନ ଗିଲ । ଶରୀରରେ ପ୍ଲେଟଲେଟ କମିବାରୁ ସ୍ୱାସ୍ଥ୍ୟବସ୍ଥା ଖରାପ ହୋଇଛି । ଫଳରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ୨୦୨୩ ବିଶ୍ୱକପ୍ ଆରମ୍ଭ ପୂର୍ବରୁ ଶୁବମନ ଗିଲ ଡେଙ୍ଗୁରେ ଆକ୍ରାନ୍ତ ଥିଲେ । ଡେଙ୍ଗୁରେ ଆକ୍ରାନ୍ତ ଯୋଗୁ ଶରୀରରେ ପ୍ଲେଟଲେଟ କମିବାରୁ ଟିମ୍ ଇଣ୍ଡିଆଠାରୁ ଦୂରେଇ ରହିଛନ୍ତି ଶୁବମନ ଗିଲ ।

ଏଥିପାଇଁ ଚେନ୍ନାଇରେ ଅଷ୍ଟ୍ରେଲିଆ ବିପକ୍ଷ ଭାରତର ପ୍ରଥମ ମ୍ୟାଚ ଖେଳି ନାହାନ୍ତି ଶୁବମନ । ଏବଂ ଆଫଗାନିସ୍ଥାନ ବିପକ୍ଷରେ ମଧ୍ୟ ଖେଳିବେ ନାହିଁ । ଅକ୍ଟୋବର୧୪ରେ ପାକିସ୍ଥାନ ବିପକ୍ଷରେ ହେବାକୁ ଥିବା ମ୍ୟାଚ ମଧ୍ୟ ଖେଳିବାର ସମ୍ଭାବନା କମ୍ ରହିଛି । କାରଣ ବର୍ତ୍ତମାନର ପରିସ୍ଥିତିକୁ ଦେଖିଲେ ସେତେବେଳ ଯାଏଁ ଶୁଭମନ ସମ୍ପୁର୍ଣ୍ଣ ସୁସ୍ଥ ହେବାର ସମ୍ଭାବନା କମ୍ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ