Masthead

ସାରା ରାଜ୍ୟରେ ଶନି,ରବି ସଟଡାଉନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ । ଶନି,ରବି ବନ୍ଦ ରହିବ ରାଜ୍ୟର ସବୁ ସହର । ଆସନ୍ତା ଶନିବାର ଠାରୁ ଲାଗୁ ହେବ ଏହି ନିୟମ । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ଏଭଳି ଗୁରୁତ୍ୱପୁର୍ଣ୍ଣ ନିସ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ।

କରୋନାର ଦ୍ୱତୀୟ ଲହର କ୍ଷୀପ୍ରଗତିରେ ତାର କାୟା ମେଲାଇ ଚାଲିଛି । ଆଜି ରାଜ୍ୟରୁ ୪ହାଜରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକୁ ଦୃଷ୍ଟିରେ ରଖି ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ