Masthead

ସାରା ରାଜ୍ୟରେ ଶନି,ରବି ସଟଡାଉନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ । ଶନି,ରବି ବନ୍ଦ ରହିବ ରାଜ୍ୟର ସବୁ ସହର । ଆସନ୍ତା ଶନିବାର ଠାରୁ ଲାଗୁ ହେବ ଏହି ନିୟମ । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ଏଭଳି ଗୁରୁତ୍ୱପୁର୍ଣ୍ଣ ନିସ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ।

କରୋନାର ଦ୍ୱତୀୟ ଲହର କ୍ଷୀପ୍ରଗତିରେ ତାର କାୟା ମେଲାଇ ଚାଲିଛି । ଆଜି ରାଜ୍ୟରୁ ୪ହାଜରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକୁ ଦୃଷ୍ଟିରେ ରଖି ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା