Masthead

ଶୁଭେନ୍ଦୁଙ୍କୁ ମିଳିଲା ସିଆଇଡିର ନୋଟିସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ରାଜନୀତିରେ ପ୍ରତ୍ୟେକ ଦିନ କିଛି ନା କିଛି ନୂଆ ଘଟଣା ସାମ୍ନାକୁ ଆସୁଛି । ଏହା ମଧ୍ୟରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସିଆଇଡି ସମନ ଜାରି କରିଛି । ଏହା ସହ ଆସନ୍ତା କାଲି ୧୧ଟାରେ କୋଲକାତାର ଭବାନୀ ଭବନରେ ହାଜର ହେବାକୁ ନୋଟିସରେ ଉଲ୍ଲେଖ କରାଯାଇଛି । ତେବେ ଅଙ୍ଗରକ୍ଷୀ ସୁବ୍ରତ ଚକ୍ରବର୍ତ୍ତୀଙ୍କ ଅସ୍ୱାଭାବିକ ମୃତ୍ୟୁକୁ ନେଇ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସମନ ଜାରି କରିଥିବାର ସୂଚନା ମିଳିଛି ।

ସୁବ୍ରତ ପୂର୍ବ ମେଦିନୀପୁର କାନ୍ଥିରେ ବାରାକ ଭିତରେ ନିଜକୁ ନିଜେ ଗୁଳି ମାରି ଆତ୍ମହତ୍ୟା କରିଥିଲେ । ସେହି ସମୟରେ ସୁବ୍ରତ ଟିଏମସି ସାଂସଦ ଶୁଭେନ୍ଦୁ ଅଧିକାରୀଙ୍କ ସୁରକ୍ଷା ଟିମରେ ନିୟୋଜିତ ଥିଲେ । ଏହି ମାମଲା ଚକ୍ରବର୍ତ୍ତୀଙ୍କ ପତ୍ନୀ ସୁପର୍ନା କଞ୍ଜିଲାଲଙ୍କ ଦ୍ୱାରା ପଞ୍ଜୀକୃତ ହୋଇଥିଲା । ଅପରପକ୍ଷେ ସୁବ୍ରତଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ଚଳିତ ବର୍ଷ ଜୁଲାଇରେ ସିଆଇଡିକୁ ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ