Masthead

ମମତାଙ୍କ ବିରୋଧରେ ଶୁଭେନ୍ଦୁଙ୍କ ନାମାଙ୍କନପତ୍ର

କୋଲକାତା (ବଡ଼ ଖବର ବ୍ୟୁରୋ):ନନ୍ଦିଗ୍ରାମ ମହାଯୁଦ୍ଧ ପାଇଁ ପ୍ରସ୍ତୁତି ଶେଷ । ଆଜି ନାମାନଙ୍କନପତ୍ର ଦାଖଲ କରିଛନ୍ତି ଶୁଭେନ୍ଦୁ ଅଧିକାରୀ । ପଶ୍ଚିମବଙ୍ଗ ବିଜେପିର ଏହି ବଡ ଚେହେରା ନନ୍ଦିଗ୍ରାମରେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ଶୁଭେନ୍ଦୁ ଅଧିକାରୀ ଏକ ବିଶାଳ ରାଲି କରି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ମିଳିଥିବା ସୂଚନା ଅନୁଯାଇ ଆଜି ନାମାଙ୍କନପତ୍ର ଦାଖଲ ବେଳେ ଶୁଭେନ୍ଦୁଙ୍କ ସହ ସ୍ମୃତି ଇରାନି ସାମିଲ ହୋଇଛନ୍ତି । ସେପଟେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗୋଡରେ ଆଘାତ ଲାଗିବା ହେତୁ ତାଙ୍କୁ ଏସଏସକେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସୁସ୍ଥ ଥିବା ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ