Masthead

ଏଣିକି ଫାଣ୍ଡି ଦାୟିତ୍ୱରେ ଏସଆଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରେ) ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା । ୨୧୬ ପୋଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସଵ-ଇନ୍ସପେକ୍ଟର । ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସଵ-ଇନ୍ସପେକ୍ଟରମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ-ଇନ୍ସପେକ୍ଟରମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ ।

କମିଶନରେଟ୍‌ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସଵ-ଇନ୍ସପେକ୍ଟରମାନଙ୍କୁ ନିଯୁକ୍ତି ଦିଆଯିବ। । ସଵ-ଇନ୍ସପେକ୍ଟରମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ