Masthead

ଭିଜିଲାନ୍ସ ଜାଲରେ ଏସଆଇ

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଏସଆଇ । ୮ ଜଣିଆ ଭିଜିଲାନ୍ସ ଟିମର ଚଢାଉ ଜାରି । ଢେଙ୍କାନାଳ ମହାବୀର ରୋଡ ଫାଣ୍ଡି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲ । ୭ଟି ଘର ସହ ଫାର୍ମ ହାଉସରେ ଚଢାଉ ।

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ହୋଇଛି ଚଢାଉ ।ସୂଚନା ଅନୁଯାୟୀ, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ପୁଲିସ ଥାନା ଅଧୀନରେ ଥିବା ମହାବିରୋଡ ଫାଣ୍ଡି ଅଧିକାରୀ ଏସଆଇ ସମରେନ୍ଦ୍ର ସାମଲଙ୍କ ଏକକାଳୀନ ୭ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଉଛି ।

ଢେଙ୍କାନାଳ ଜିଲ୍ଲାର ୭ ଟି ସ୍ଥାନରେ ୩ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ୮ଟି ଭିଜିଲାନ୍ସ ଟିମ୍ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରୁଛି । ଏପର୍ଯ୍ୟନ୍ତ ପ୍ରାୟ ୩୦୦ ଗ୍ରାମ୍ ସୁନା ଏବଂ ନଗଦ ଏକ ଲକ୍ଷ ଟଙ୍କାର ସନ୍ଧାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ