Masthead

ଭିଜିଲାନ୍ସ ଜାଲରେ ଏସଆଇ

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଏସଆଇ । ୮ ଜଣିଆ ଭିଜିଲାନ୍ସ ଟିମର ଚଢାଉ ଜାରି । ଢେଙ୍କାନାଳ ମହାବୀର ରୋଡ ଫାଣ୍ଡି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲ । ୭ଟି ଘର ସହ ଫାର୍ମ ହାଉସରେ ଚଢାଉ ।

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ହୋଇଛି ଚଢାଉ ।ସୂଚନା ଅନୁଯାୟୀ, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ପୁଲିସ ଥାନା ଅଧୀନରେ ଥିବା ମହାବିରୋଡ ଫାଣ୍ଡି ଅଧିକାରୀ ଏସଆଇ ସମରେନ୍ଦ୍ର ସାମଲଙ୍କ ଏକକାଳୀନ ୭ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଉଛି ।

ଢେଙ୍କାନାଳ ଜିଲ୍ଲାର ୭ ଟି ସ୍ଥାନରେ ୩ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ୮ଟି ଭିଜିଲାନ୍ସ ଟିମ୍ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରୁଛି । ଏପର୍ଯ୍ୟନ୍ତ ପ୍ରାୟ ୩୦୦ ଗ୍ରାମ୍ ସୁନା ଏବଂ ନଗଦ ଏକ ଲକ୍ଷ ଟଙ୍କାର ସନ୍ଧାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ