Masthead

SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଏସଆଇ ସ୍କାମ୍ ମାମଲା ରୁଜୁ କଲା ସିବିଆଇ । ବିଜ୍ଞପ୍ତି ପ୍ରକାଶ ପରେ ମାମଲା ରୁଜୁ କଲା ସିବିଆଇ । ସିବିଆଇ ଶାଖା ଭୁବନେଶ୍ୱର ପକ୍ଷରୁ ମାମଲା ରୁଜୁ । ଜଣେ ଡିଏସପି ପାହ୍ୟାର ଅଫିସରଙ୍କୁ ଦିଆଗଲା ତଦନ୍ତ ଭାର । ଡିଏସପିଙ୍କ ନେତୃତ୍ୱରେ ଗଠିତ ଟିମ୍ କରିବ ତଦନ୍ତ । କ୍ରାଇମବ୍ରାଞ୍ଚକୁ ମାମଲାର ସମସ୍ତ ଦସ୍ତାବିଜ୍ ମାଗିଲା ସିବିଆଇ । ୩ ଜଣ ଡିଏସପି, ୪ ଜଣ ଇନ୍‌ସପେକ୍ଟର ଏଥିରେ ସାମିଲ ହେବେ ।

ପୂର୍ବରୁ କ୍ରାଇମ୍‌ବ୍ରାଞ୍ଚ ଅଧିକାରୀ ତଦନ୍ତ କରୁଥିଲେ । ଘଟଣାର ମାଷ୍ଟରମାଇଣ୍ଡ, ଶଙ୍କର ପୃଷ୍ଟି କାର କେୟାରଟେକର ଓ ସୁରେଶ ନାୟକଙ୍କୁ ଜେରା କରୁଛି କ୍ରାଇମ୍‌ବ୍ରାଞ୍ଚ ।ସେପଟେ ଶଙ୍କର ପୃଷ୍ଟି, ସୁରେଶ ନାୟକ, ବିଶ୍ବରଞ୍ଜନ ବେହେରା, ଅରବିନ୍ଦ ଦାସ, ତଫିସ୍ ଅହମ୍ମଦଙ୍କ ସମେତ ୨ ଆଶାୟୀ ଶେଖର ସାହୁ, ପ୍ରକାଶ ସାହୁଙ୍କ ଜାମିନ୍ ଆବେଦନ ନେଇ ଆଜି ଶୁଣାଣି ହେବ । ବ୍ରହ୍ମପୁର ଜିଲ୍ଲା ଦୌରା ଜଜ୍‌ଙ୍କ କୋର୍ଟରେ ଜାମିନ୍ ନେଇ ଶୁାଣାଣି କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା