Masthead

ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲା । ଆଜି ହେବ ଶଙ୍କର, ସୁରେଶଙ୍କ ପଲିଗ୍ରାଫ୍‌ ଶୁଣାଣି । ଜେଏମଏଫସି ରୁରାଲ୍‌ କୋର୍ଟରେ ଆବେଦନ କରିଥିଲା କ୍ରାଇମ୍‌ବ୍ରାଞ୍ଚ । ଜେରା ସମୟରେ ଉଭୟ ବୟାନ ବଦଳାଉଥିବା କହିଛି କ୍ରାଇମବ୍ରାଞ୍ଚ । ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଆବେଦନ ହୋଇଥିବା ବେଳେ ଆଜି କୋର୍ଟ ଏହାର ଶୁଣାଣି କରିବେ । ଜେରା ବେଳେ ଉଭୟ ଶଙ୍କର ପୃଷ୍ଟି ଓ ସୁରେଶ ନାୟକ ସତ କହୁନଥିବା କ୍ରାଇମବ୍ରାଞ୍ଚ ସନ୍ଦେହ କରୁଛି ।

ଦୁଇ ଜଣଙ୍କୁ ଗତ ୪ ତାରିଖରେ କୋର୍ଟ ଚାଲାଣ କରାଯାଇଛି । ଶଙ୍କର ପୃଷ୍ଟି ଓ ସୁରେଶ ନାୟକ ଏସ୍‌ଆଇ କେଳେଙ୍କାରୀର ମାଷ୍ଟର ମାଇଣ୍ଡ। ଗିରଫ ହେବା ଦିନ ଏୟାରପୋର୍ଟରେ ଚାଞ୍ଚଲ୍ୟକର ବୟାନ ଦେଇଥିଲା ଶଙ୍କର । ହଜାରେ କୋଟିର କେଳେଙ୍କାରୀ ଖୋଲିବାକୁ କହିଥିଲା। ମାତ୍ର ତଦନ୍ତ ବେଳେ କିଛି ସହଯୋଗ କରୁନଥିବା କ୍ରାଇମବ୍ରାଞ୍ଚ ଅଧିକାରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା