Masthead

ଦେଢଶୁର ମଦବୋତଲ ମାଡ଼ରେ ଭାଇବୋହୂ ଗୁରୁତର

ବାଲିଆପାଳ (ବଡ଼ ଖବର ବ୍ୟୁରୋ):  ନୃଶଂସ ସାଜିଲା ଦେଢଶୁର। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭାଇବୋହୂ ଉପରେ ମରଣାନ୍ତକ ଆକ୍ରମଣ କଲା ଦେଢଶୁର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ସିଂଲା ଥାନା ସାଉଡି ଗ୍ରାମରେ । ସାଉଡି ଗ୍ରାମର ଦୁଇଭାଇ କିଶୋର ଚନ୍ଦ୍ର ମଲ୍ଲିକ ଓ ସାନଭାଇ ଦୁର୍ଯ୍ୟଧନ ମଲ୍ଲିକ। ଉଭୟ ପରିବାର ମଧ୍ୟରେ ବିଭିନ୍ନ ସମୟରେ କଳହ ଲାଗି ରହୁଥିବା ବେଳେ ମାସେ ତଳେ ଦେଢଶୁର ଦୁର୍ଯ୍ୟଧନ ସାମାନ୍ୟ କଥାରୁ ସାନଭାଇ ର ସ୍ତ୍ରୀ ନଳିନୀକୁ ମରଣାନ୍ତକ ଆକ୍ରମଣ କରିଥିଲା ।

ଯାହାକୁ ନେଇ ଥାନାରେ ମାମଲା ହୋଇଥିଲା। ତେବେ ସେହି ପୂର୍ବ ରାଗକୁ କେନ୍ଦ୍ରକରି ଦୁର୍ଯ୍ୟଧନ ଘରେ ନଥିବାର ସୁଯୋଗ ନେଇ ଦେଢଶୁର କିଶୋର ଭାଇବୋହୂ ନଳିନୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ମଦବୋତଲ ମାଡରେ ନଳିନୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥôଲା । ପରିବାର ଓ ଗ୍ରାମବାସୀ ନଳିନୀକୁ ଆମ୍ବୁଲାନ୍ସରେ ବସ୍ତା ଡ଼ାକ୍ତରଖାନାକୁ ନେଇଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ