Masthead

ଭୋଗ ଖାଇ ଅସୁସ୍ଥ

ଅନୁଗୁଳୁ (ବଡ଼ ଖବର ବ୍ୟୁରୋ): ଭୋଗ ଖାଇ ୧୦୦ ରୁ ଅଧିକ ଲୋକ ଅସୁସ୍ଥ । ଅନୁଗୋଳ ଜିଲ୍ଲା ଅନ୍ତୁଳିଆ ପଞ୍ଚାୟତ ରୋଡ଼ସିଙ୍ଗା ଗାଁରେ ଭୋଗ ଖାଇ ୧୦୦ ରୁ ଅଧିକ ଲୋକ ଅସୁସ୍ଥ । ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି ଗାଁ ଲୋକେ। ଡାକ୍ତରୀ ଟିମ ଚିକିତ୍ସା ଜାରି ରଖିଛନ୍ତି ।

ଗାଁରେ ଆୟୋଜିତ ହୋଇଥିଲା ମେଳା । ସେହି ମେଳାରେ ଗ୍ରାମବାସୀ ଭୋଗ ଖାଇ ରୋଗରେ ପଡିଛନ୍ତି । ଅନେକ ଲୋକ ଝାଡା ବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଗାଁରେ ପହଞ୍ଚିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଟିମ।ଚାଲିଛି ଚିକିତ୍ସା। ଅଧିକାଂଶଙ୍କୁ ଘରେ ଚିକିତ୍ସା କରାଯାଉଛି। ଛୋଟ ପିଲା ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତି ପର୍ଯ୍ୟନ୍ତ ସମସ୍ତେ ରୋଗରେ ଆକ୍ରାନ୍ତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ